ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ସଂପାଦନ କରିବେ । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ…