ପୁରୀ କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ସଂଘର୍ଷ, ପିସିସିଙ୍କ ସାମ୍ନାରେ ହେଲା ଆକ୍ରମଣ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ପୁରୀ ଜିଲ୍ଲା କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିବା ସୂଚନା ମିଳିଛି । ଏହି ସଂଘର୍ଷ ପୁଣି ରାଜ୍ୟ ପ୍ରଭାରୀ ଜିତେନ୍ଦ୍ର ସିଂ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପରି ନେତାଙ୍କ ଉପସ୍ଥିତିରେ ଘଟିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ୩ ଜଣ…