Browsing Tag

Puri Ratha Yatra

ଆହତ ସେବାୟତଙ୍କୁ ଭେଟି ଆରୋଗ୍ୟ କାମନା କଲେ ସଞ୍ଜୟ ଦାସବର୍ମା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୁରୀରେ ରଥଯାତ୍ରା ବେଳେ ରଥ ଉପରୁ ପଡ଼ି ଆହତ ହୋଇଥିବା ମହାପ୍ରଭୁ ବଳଭଦ୍ରଙ୍କ ବରିଷ୍ଠ ସେବାୟତ ବାଉରୀବନ୍ଧୁ ଦାସମହାପାତ୍ର ଭୁବନେଶ୍ୱରର ଆପୋଲୋ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅଛନ୍ତି । ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ଆଇସିୟୁରେ ଭର୍ତ୍ତି କରାଯାଇଛି ।…

୩ ମନ୍ତ୍ରୀ ଓ ଯୋଜନାବୋର୍ଡ଼ ଉପାଧ୍ୟକ୍ଷଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ବ ଦେଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । କଟକଣା ଭିତରେ ରଥଯାତ୍ରାକୁ ସୁରୁୁଖୁରୁରେ ସାରିବାକୁ ଅଂଟା ଭିଡିଛନ୍ତି ସରକାର। ହାତରେ ଅଳ୍ପ ସମୟ ଥିବାରୁ ଯୁଦ୍ଧକାଳୀନ ସ୍ଥିତିରେ ବ୍ୟବସ୍ଥା କରାଯାଉଛି । ଏହାରି ଭିତରେ ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରାର ଉତ୍ତମ ପରିଚାଳନା ପାଇଁ…

ଦ୍ରୁତ ଗତିରେ ଚାଲିଛି ତିନି ରଥର ନିର୍ମାଣ କାର୍ଯ୍ୟ, ଦେବସ୍ନାନ ପୂର୍ଣ୍ଣିମାରେ ତିନି ରଥର ଚାରି ନାହାକା ଉଠିବ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରଥଯାତ୍ରା ପାଇଁ ତିନି ରଥର ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ତିନି ରଥର ସମସ୍ତ ଚକ ଅଖ ଡେରା ସମ୍ପୂର୍ଣ ହୋଇଛି। ଦେବସ୍ନାନ ପୂର୍ଣ୍ଣିମାରେ ତିନି ରଥର ଚାରି ନାହାକା ଉଠିବ। ରଥଖଳାରେ ପୋଲ ଓ ଛନ୍ଦାଗୟଳ ପାଇଁ କାଠ ଚିରଟ ହୋଇ ଚଉପଟ କାର୍ଯ୍ୟ ଚାଲିଛି।…

ତିନି ରଥର ଚକ କାର୍ଯ୍ୟ ଶେଷ ପର୍ଯ୍ୟାୟରେ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ତିନି ରଥର ଚକ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ତାଳଧ୍ୱଜ ରଥର ୧୧ଟି ଚକ ଶେଷ ହୋଇଥିବା ବେଳେ ଅନ୍ୟ ଦୁଇଟି ଚକ ମଧ୍ୟରୁ ଗୋଟିକରେ ପଇ ପିନ୍ଧାକାର୍ଯ୍ୟ ଚାଲିଥିବା ବେଳେ ଅନ୍ୟ ଚକଟିରେ ତୁମ୍ବରେ ଅର ସଂଯୋଗ ସରିଛି । ଦେବଦଳନ ରଥର ୧୦ଟି ଚକ ସମ୍ପୂର୍ଣ୍ଣ ହୋଇ…

ସଂପନ୍ନ ହେଲା ଭଉଁରୀ ଯାତ୍ରା । ସ୍ନାନ, ଅଣସର ଓ ରଥଯାତ୍ରା ନେଇ ଦଇତାପତିଙ୍କ ସହ ଆଲୋଚନା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରଥଯାତ୍ରାକୁ ନେଇ ଲାଗିରହିଥିବା ଦ୍ଵନ୍ଦର କଳା ବାଦଲ ଧୀରେ ଧୀରେ ହଟି ସୂର୍ଯ୍ୟଙ୍କ ପ୍ରକାଶ ସ୍ୱରୂପ ବିଶ୍ୱବିଖ୍ୟାତ ଘୋଷଯାତ୍ରାର ଆଶା ଉଜ୍ଜୀବିତ ହେବାରେ ଲାଗିଛି । ଆଜି ଶ୍ରୀକ୍ଷେତ୍ରରେ ଏକ ଭକ୍ତିଭାବାପନ୍ନ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଛି ଭଉଁରୀ ଯାତ୍ରା ।…

୧୪୩ଜଣ ସେବକ ଯୁଦ୍ଧକାଳୀନ ଭିତ୍ତିରେ ଆଗେଇ ନେଉଛନ୍ତି ରଥ ନିର୍ମାଣ କାର୍ଯ୍ୟ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଯୁଦ୍ଧକାଳୀନ ଭିତ୍ତିରେ ଆଗେଇ ଚାଲିଛି ଶ୍ରୀଜୀଉଙ୍କ ରଥ ନିର୍ମାଣ କାର୍ଯ୍ୟ । ବର୍ତ୍ତମାନ ସୁଦ୍ଧା ସମୁଦାୟ ୪୨ଟି ତୁମ୍ବରୁ ୩୯ଟି ତୁମ୍ବ କାର୍ଯ୍ୟ ଓ ସୁତା ବାଡ଼ିଆ କାର୍ଯ୍ୟ ସରିଛି । ସେହିପରି ୩ଟି ରଥର ୧୦ଟି ତୁମ୍ବର ବିନ୍ଧ କାର୍ଯ୍ୟ ଶେଷ ହୋଇଛି । ଆଜି ୩ରଥର ୩ଗୋଟି…

ସାମାଜିକ ଦୂରତା ସହ ଚାଲିଛି ତୁମ୍ବ ନିର୍ମାଣ କାର୍ଯ୍ୟ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଯୁଦ୍ଧକାଳୀନ ଭିତ୍ତିରେ ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ । କେନ୍ଦ୍ର ସରକାରଙ୍କ ଠାରୁ ଅନୁମତି ମିଳିବା ପରେ ଗତକାଲି ଠାରୁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି । ଆଜି ସାମାଜିକ ଦୂରତ୍ୱ ସହ ରଥ ର ତୁମ୍ବ ନିର୍ମାଣ କାର୍ଯ୍ୟ ଅାରମ୍ଭ ହୋଇଛି । ଏହାସହ ରଥ…