Browsing Tag

puri strike

ଶ୍ରୀଜଗନ୍ନାଥ ସେନା ପକ୍ଷରୁ ୧୨ ଘଣ୍ଟିଆ ପୁରୀ ବନ୍ଦ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଚଳିତ ବର୍ଷ ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟଙ୍କ ରାୟ ପ୍ରକାଶ ପାଇବା ପରେ ଏହାର ପ୍ରତିବାଦରେ ଶ୍ରୀଜଗନ୍ନାଥ ସେନା ଆଜି ୧୨ ଘଣ୍ଟିଆ ପୁରୀ ବନ୍ଦ ଡାକରା ଦେଇଛି। ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ ୧୨ ଘଣ୍ଟିଆ ବନ୍ଦ ପାଇଁ ଶ୍ରୀଜଗନ୍ନାଥ ସେନା ଆହ୍ୱାନ ଦେଇଛି।…