ପୂର୍ବତନ ବିଧାୟକ ପୁରୁଷୋତ୍ତମ ସେଠୀଙ୍କ ବିୟୋଗ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭଣ୍ଡାରିପୋଖରୀର ପୂର୍ବତନ ବିଧାୟକ ପୁରୁଷୋତ୍ତମ ସେଠୀଙ୍କର ଆଜି ବିୟୋଗ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା।
ସୂଚନାଯୋଗ୍ୟ, ଦୀର୍ଘଦିନ ହେଲା ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ଭଣ୍ଡାରୀପୋଖରୀ ଵ୍ଲକ ସ୍ଥିତ ରାଣୀପଡ଼ା ଵାସଭବନରେ ଆଜି…