ଧାମି ଦ୍ୱିତୀୟଥର ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ!
ଦେହରାଡୁନ୍ : ପୁଷ୍କର ସିଂ ଧାମି ଦ୍ୱିତୀୟଥର ପାଇଁ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ।
ଉତ୍ତରାଖଣ୍ଡରେ ନିର୍ବାଚନରେ ବିଜେପି ସଂଖ୍ୟାଗରିଷ୍ଠତା ହାସଲ କରିଛି । ହେଲେ ମୁଖ୍ୟମନ୍ତ୍ରୀ ପୁଷ୍କରସିଂ ଧାମି ନିର୍ବାଚନ ହାରିଯାଇଛନ୍ତି । ମାତ୍ର ଏହାପରେ ଦଳ ପକ୍ଷରୁ ତାଙ୍କୁ ଦ୍ୱିତୀୟଥର ଏହି ପଦ…