ଗିରଫ ହେବେ ପୁଟିନ !
ଋଷ ରାଷ୍ଟ୍ରପତିଙ୍କ ବିରୋଧରେ ଗିରଫ ପରଓ୍ବାନା ଜାରିକଲେ ଇଣ୍ଟରନ୍ୟାସନାଲ କ୍ରିମିନାଲ କୋର୍ଟ । ୟୁକ୍ରେନ ଉପରେ ଆକ୍ରମଣ କରି ବଡ଼ ଅପରାଧ କରିଛନ୍ତି ଭ୍ଲାଦିମିର ପୁଟିନ । ୟୁକ୍ରେନ ଉପରେ ଆକ୍ରମଣ ଯୋଗୁଁ ହଜାର ହଜାର ଶିଶୁ, ମହିଳା ଓ ସାଧାରଣ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ଏଥିପାଇଁ ଦାୟୀ…