ଓଡିଶା ଆସିବେ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ
ଓଡିଶା ଗସ୍ତରେ ଆସିପାରନ୍ତି ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ । ଓଡିଶା ଆସିବାକୁ ନିମନ୍ତ୍ରଣ କରିଛି ରାଜ୍ୟ କଂଗ୍ରେସ । ୫ଟି ରାଜ୍ୟରେ ନିର୍ବାଚନ ଶେଷ ପରେ ଓଡିଶା ଆସିବେ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖଡଗେ । ଏନେଇ ସୂଚନା ଦେଇଛନ୍ତି କଂଗ୍ରେସ ନେତା ଚେଲ୍ଲା…