ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ
ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। 'ଭାରତ ନ୍ୟାୟ ଯାତ୍ରା'ରେ ଓଡିଶା ଆସିବା ନେଇ କଂଗ୍ରେସ ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ସୂଚନା ଦେଇଛନ୍ତି। ତେବେ ଓଡ଼ିଶାର କେଉଁ ସ୍ଥାନକୁ ରାହୁଲ ଆସବେ, ତାହା ସ୍ପଷ୍ଟ ହୋଇନାହିଁ। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏହି ଯାତ୍ରା ମଣିପୁରରୁ…