ପ୍ରଧାନମନ୍ତ୍ରୀଙ୍କୁ ‘ପନୌତି’ କହି ଅଡୁଆରେ ରାହୁଲ
କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମହଙ୍ଗା ପଡ଼ିଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆକ୍ଷେପ କରି 'ପନୌତି' ଶବ୍ଦ ବ୍ୟବହାର କରିବା । ଗୁରୁବାର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ରାହୁଲଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି । ଇସି ପକ୍ଷରୁ ଏହି ନୋଟିସ ଜାରି କରାଯାଇଥିବାବେଳେ…