Browsing Tag

Rain in 6dist

ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ: ୬ଜିଲ୍ଲାକୁ ୟେଲୋ ଆଲର୍ଟ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ପୂର୍ବ କେନ୍ଦ୍ରୀୟ ଏବଂ ତତ୍‌-ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ । ଘନିଭୁତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବ ।…