Browsing Tag

Rain

ବଜ୍ରପାତରେ ୩୩ ଜଣଙ୍କ ମୃତ୍ୟୁ

ପାଟଣା(ଓଡ଼ିଶା ଫାଷ୍ଟ ବ୍ୟୁରୋ): ବିହାରର ୧୬ ଜିଲାରେ କରକାପାତ ସହ ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶୁକ୍ରବାର ଅପରାହ୍ଣରେ ବିଭିନ୍ନ ସ୍ଥାନରେ ବଜ୍ରପାତ ଯୋଗୁଁ ୩୩ ଜଣଙ୍କ ପ୍ରାଣହାନୀ ଘଟିଛି। ପ୍ରବଳ ପବନ ଯୋଗୁଁ ପାଟନା ନିକଟ ମାନେରଠାରେ ଗଙ୍ଗାରେ ତିନିଟି ନୌକା…

କାଳବୈଶାଖୀ : ତାତିରୁ ମିଳିଲା ଆଶ୍ବସ୍ତି

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି । ତାତିରୁ ମିଳିଲା ଆଶ୍ବସ୍ତି । ପ୍ରବଳ ଗରମ ଭିତରେ ଆଶ୍ବସ୍ତି ଲାଭ କରିଛନ୍ତି ରାଜ୍ୟବାସୀ । ରାଜଧାନୀ ଭୁବନେଶ୍ବରରେ ବି କଳାବୈଶାଖୀ ବର୍ଷା ହୋଇଛି । ଗତକାଲି ମଧ୍ୟରାତ୍ରିରେ ପବନ,…

୧୫ଟି ଜିଲ୍ଲାକୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ଏଥିଲାଗି ୧୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ଓ୍ୱର୍ଣ୍ଣିଂ ଜାରି ହୋଇଥିବା…

ବଜ୍ରଘାତ : ଦୁଇ ମୃତ, ତିନି ଗୁରୁତର

ନବରଙ୍ଗପୁର (ଓଡ଼ିଶା ଫାଷ୍ଟ ବ୍ୟୁରୋ): କାଳବୈଶାଖି ପ୍ରଭାବରେ ବଜ୍ରଘାତରେ ଦୁଇ ଜଣ ମୃତ ଘଟିଥିବାବେଳେ ତିନି ଗୁରୁତର ହୋଇଛନ୍ତି। ନବରଙ୍ଗପୁର ହାଟଭରଣ୍ଡି ଜଟିଆରପାରା ଠାରେ କାଳବୈଶାଖିର ତାଣ୍ଡବ ଦେଖିବାକୁ ମିଳିଛି। କାଳବୈଶାଖି ପ୍ରଭାବରେ ଘଡଘଡି ସହ ବିଜୁଳି ମାରିଛି। ବଜ୍ରଘାତରେ ମୃତକ…

ତାତିରୁ ମିଳିବ ଆଶ୍ୱସ୍ତି: ଭିଜାଇବ କାଳବୈଶାଖି ବର୍ଷା

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟବାସୀଙ୍କୁ ତାତିରୁ ମିଳିବ ଆଶ୍ୱସ୍ତି । ଆସୁଛି ପୁଣି ଏକ ଲଘୁଚାପ । ପୂବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୯ ତାରିଖ ସୁଦ୍ଧା ଏହି ଲଘୁଚାପ ସୃଷ୍ଟି ହେବାର ଆକଳନ କରିଛି…

୯ ଜିଲ୍ଲାରେ କାଳବୈଶାଖୀ ନେଇ ୟେଲୋଓ୍ଵାର୍ଣ୍ଣିଂ ଜାରି!

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୯ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର,…

ଜୁନ୍ ପ୍ରଥମ ସପ୍ତାହରେ ଓଡ଼ିଶା ଛୁଇଁବ ମୌସୁମୀ!

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଚଳିତ ବର୍ଷ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ। ଆସନ୍ତା ୨୭ ରେ ମୌସୁମୀ କେରଳ ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କେରଳ ଛୁଇଁବାର ୧୦ ଦିନ ଭିତରେ ମୌସୁମୀ ଓଡ଼ିଶାରେ ପ୍ରବେଶ କରିଥାଏ। ତେଣୁ ଓଡ଼ିଶାରେ ମୌସୁମୀ…

‘ଅସାନି’ ପ୍ରଭାବରେ ମାଲକାନଗିରିରେ ସମସ୍ତ ସ୍କୁଲ ଛୁଟି

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ବାତ୍ୟାକୁ ଦୃଷ୍ଟିରେ ରଖି ଆଜି ମାଲକାନଗିରିରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ନେଇ ଘୋଷଣା କରିଛନ୍ତି ମାଲକାନଗିରିର ଜିଲ୍ଲାପାଳ। ବାତ୍ୟା "ଅସାନି" ଏବେ ଏହା ଆନ୍ଧ୍ର ଉପକୂଳ ମୁହାଁ ବର୍ତ୍ତମାନ ଏହା ଗୋପାଳପୁରଠୁ ଦକ୍ଷିଣ ଏବଂ ଦକ୍ଷିଣ-ପଶ୍ଚିମ…

ଦୁର୍ବଳ ହେଲା ‘ଅସାନି’, ବାତ୍ୟାରେ ପରିଣତ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆନ୍ଧ୍ର ଉପକୂଳ ମୁହାଁ ହେଉଛି ବାତ୍ୟା ଅସାନି । ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି । ଆଜି ଉପକୂଳ ଓଡ଼ିଶା କିଛି ଜିଲ୍ଲାରେ ବର୍ଷା ହେଉଛି । ଆଜି ପାଇଁ ୮ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲା…

କାକିନାଡ଼ା ପାଖାପାଖି ସ୍ଥଳଭାଗ ଛୁଇଁପାରେ ବାତ୍ୟା ଅସାନି!

ଭୁବନେଶ୍ୱର : ସ୍ଥଳଭାଗ ମୁହାଁ ବାତ୍ୟା ଅସାନି। କାକିନାଡ଼ା ପାଖାପାଖି ସ୍ଥଳଭାଗ ଛୁଇଁପାରେ ବାତ୍ୟା। ସ୍ଥଳଭାଗ ଛୁଇଁବା ପରେ ପୁଣି ସମୁଦ୍ରକୁ ରିକର୍ଭ କରିପାରେ। ବାତ୍ୟା ଅସାନିକୁ ନେଇ ଏମିତି କିଛି ଆକଳନ କରିଛି ପାଣିପାଗ ବିଭାଗ। ପୁରୀଠାରୁ ଦକ୍ଷିଣ ପଶ୍ଚିମ ଦିଗରେ 630 କିମି ଦୂରରେ…