Browsing Tag

Rain

ଦୃଶ୍ୟମାନ ହେଲା ‘ଅସାନି’ ଆଖି

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦୃଶ୍ୟମାନ ହେଲା ଭୀଷଣ ବାତ୍ୟା ‘ଅସାନି’ର ଆଖି । ଆଜି ସକାଳ ୯ଟାରେ ମଛଲୀପାଟନମ ଡପଲର ରାଡାରରେ ଠାବ ହୋଇଛି ‘ଅସାନି’ର ଆଖି। ଏବେ ‘ଅସାନି’ ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗରେ ୪୯୦ କିମି ଓ ପୁରୀଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୫୭୦ କିମି…

ଭୀଷଣ ହେଉଛି ବାତ୍ୟା ‘ଅସାନି’

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବଙ୍ଗୋପସାଗରରେ ଭୀଷଣ ହେଉଛି ବାତ୍ୟା । ଘଣ୍ଟା ପ୍ରତି ୫ କିଲୋମିଟର ବେଗରେ ଗତି କରୁଛି ବାତ୍ୟା ଅସାନି । ଗୋପାଳପୁରଠାରୁ ୫୧୦, ପୁରୀରୁ ୫୯୦ କିଲୋମିଟର ଦୂରରେ ରହିଛି । ଗଞ୍ଜାମ, ଗଜପତି ଓ ପୁରୀରେ ବର୍ଷା ଆରମ୍ଭ ହୋଇଯାଇଛି । ସେହିପରି ଆସନ୍ତାକାଲି…

ପୁରୀଠାରୁ ୭୪୦ କିଲୋମିଟର ଦୂରରେ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅସାନି’ ବର୍ତ୍ତମାନ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଏବେ ଏହା ପୁରୀଠାରୁ ୭୪୦ କିଲୋମିଟର ଦୂରରେ ଉତ୍ତର, ଉତ୍ତର-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହି ଭୀଷଣ ବାତ୍ୟା ଗତ ୬…

ଓଡ଼ିଶାକୁ ବାତ୍ୟା ବିପଦ ନାହିଁ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଅସାନି। ଗଭୀର ଅବପାତ ଏବେ ବାତ୍ୟାର ରୂପ ନେଇଛି । ଏହା ଏବେ ପୁରୀରୁ ୧୦୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାତ୍ୟା ସମୁଦ୍ରରେ ପଳାଇବ। ଓଡ଼ିଶାକୁ ବିପଦ…

ଆଶ୍ଵସ୍ତି: ସ୍ଥଳଭାଗ ଛୁଇଁନପାରେ ବାତ୍ୟା

ଭୁବନେଶ୍ବର : ଓଡିଶା ଛୁଇଁ ନପାରେ ବାତ୍ୟା । ଓଡିଶା ଉପକୂଳରେ ସେଭଳି ପ୍ରଭାବ ପକାଇ ନପାରେ ବାତ୍ୟା । IMDର ବରିଷ୍ଠ ବୈଜ୍ଞାନିକ ଆର.କେ ଜେନାମଣି ଏନେଇ ସୂଚନା ଦେଇଛନ୍ତି । 6 ଘଣ୍ଟାରେ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ର ଅବପାତ ରୂପ ନେବ । 10 ଓ 11 ତାରିଖରେ ଓଡ଼ିଶା ଉପକୂଳରେ ପ୍ରବଳ ବର୍ଷା…

ମେ’ ଶେଷରେ ଆସିବ ମୌସୁମୀ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଏଥର ଆଗୁଆ ଆସିବ ମୌସୁମୀ । ମେ ମାସ ଶେଷ ସପ୍ତାହରେ ଆସିପାରେ । ହେଲେ ଚଳିତ ମାସ ଶେଷ ଆଡକୁ ତାପମାତ୍ରା ହ୍ରାସ ହେବ । ଏନେଇ ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି । ସେ କହିଛନ୍ତି ଯେ, ଏଥର ଶୀଘ୍ର ମୌସୁମୀ ଆସିବାର ସମ୍ଭାବନା ରହିଛି । ମେ ମାସ ଶେଷ ଆଡକୁ…

ୱେଲମାର୍କଡ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ଅବପାତ କାଲି ନେଇପାରେ ବାତ୍ୟାର ରୂପ । ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ। ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ୧୨ ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ।…

ମୁତୟନ ହେବେ ଏନଡିଆରଏଫ ଏବଂ ଓଡ୍ରାଫ ଟିମ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ସମ୍ଭାବନା ନେଇ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଭାରତୀୟ ପାଣିପାଗ ବିଭାଗ ଅନୁସାରେ ବାତ୍ୟା ମେ’ ୧୦ରେ ଉପକୂଳ ଠାରୁ ୨୫୦ କିଲୋମିଟର ଦୂରରେ ଥିବ। ଭାରତୀୟ ପାଣିପାଗ ବିଭାଗର ଆକଳନ ଆସନ୍ତାକାଲି ଆଉ ଟିକେ ସ୍ପଷ୍ଟ…

8 ସନ୍ଧ୍ୟାରେ ବାତ୍ୟା: 10 ରେ 4 ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର: 8 ତାରିଖ ସନ୍ଧ୍ୟା ବେଳକୁ ବାତ୍ୟା ସମ୍ଭାବନା ରହିଛି । ସମ୍ଭାବ୍ୟ ବାତ୍ୟାକୁ ନେଇ ପାଣିପାଗ ବିଭାଗ ନିର୍ଦ୍ଦେଶକ ଏଚଆର ବିଶ୍ୱାସଙ୍କ ପ୍ରେସମିଟ୍ । ପରବର୍ତ୍ତୀ ସମୟରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । 10 ତାରିଖରେ 4 ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି ।…

ଅଶାନ୍ତ ରହିବ ସମୁଦ୍ର, ପବନର ବେଗ ବଢିବ

ଭୁବନେଶ୍ୱର: ପାଖେଇ ଆସୁଛି ଆସାନି । ଅଶାନ୍ତ ହେଲାଣି ସମୁଦ୍ର । ଦକ୍ଷିଣ ଆଣ୍ଡାମାନ ସାଗରରେ ଏବଂ ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଆସନ୍ତାକାଲି ଲଘୁଚାପରେ ପରିଣତ ହେବ । ଆସନ୍ତା ୮ ତାରିଖ ସୁଦ୍ଧା ବାତ୍ୟାର ପ୍ରକୃତ ଚିତ୍ର ସାମ୍ନାକୁ ଆସିବ । ୮ ତାରିଖ ବେଳକୁ ପବନର ବେଗ…