Browsing Tag

Rain

ଆଜି ଉପକୂଳରେ ଛେଚିବ ବର୍ଷା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା । ନିମ୍ନ ଚାପ ରେଖା ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କୁଆପଥର ମାଡ଼ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୫ତାରିଖ ସକାଳ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଏଥିପାଇଁ…

ପ୍ରବଳ ବର୍ଷାକୁ କୁଆପଥର ମାଡ଼

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ୧୩ଟି ଜିଲ୍ଲାରେ ଆଜି ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ୮ ଜିଲ୍ଲାରେ କୁଆପଥର ସହିତ ପ୍ରବଳ ବର୍ଷା ସମ୍ଭାବନା । ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜରେ…

ଆଜିଠୁ ଘନ କୁହୁଡିକୁ ପ୍ରବଳ ବର୍ଷା

ଭୁବନେଶ୍ବର: ଆଜିଠାରୁ ସାରା ରାଜ୍ୟରେ ବର୍ଷା ସମ୍ଭାବନା । ସକାଳୁ ସକାଳୁ ଘନ କୁହୁଡି ସାଙ୍ଗକୁ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଅନୁମାନ ଲଗାଇଛି ।ଘନ କୁହୁଡି ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଓଡ଼ିଶାକୁ ପ୍ରବେଶ କରୁଥିବା ଜଳୀୟବାଷ୍ପପୂର୍ଣ୍ଣ ବାୟୁ ଏବଂ…

କୋହଲା ପାଗକୁ ଝିପିଝିପି ବର୍ଷା

ରାଜ୍ୟରେ କୋହଲା ପାଗ ସାଙ୍ଗକୁ କିଛି ସ୍ଥାନେ ସ୍ଥାନେ ଝିପି ବର୍ଷା ଲାଗି ରହିଛି । ଦକ୍ଷିଣ- ପଶ୍ଚିମ ବଙ୍ଗୋପସାଗରରୁ ଉତ୍ତର ବଙ୍ଗୋପସାଗର ମଧ୍ୟରେ ଟ୍ରପ ଲାଇନ ସୃଷ୍ଟି ହୋଇଛି । ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ଢେଙ୍କାନାଳ, କନ୍ଧମାଳ ଏବଂ ରାୟଗଡାରେ ବର୍ଷା ହେବାର…

ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ହୋଇପାରେ ବର୍ଷା

ଓଡ଼ିଶା ଫାଷ୍ଟ(ବ୍ୟୁରୋ) : ଆସୁଛି ଆଉ ଏକ ଲଘୁଚାପ । ୨୯ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସମ୍ଭାବନା । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ନେବ ଓ୍ବେଲମାର୍କ ଲୋ ପ୍ରେସରର ରୂପ ନେବ । ଘନିଭୂତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ…

ଦକ୍ଷିଣ ଓଡ଼ିଶାରେ ଆଜିଠୁ ବର୍ଷା ସମ୍ଭାବନା

ଓଡ଼ିଶା ଫାଷ୍ଟ(ବ୍ୟୁରୋ):  ହାଲକା ବର୍ଷାରେ ଭିଜୁଛି ଓଡ଼ିଶା । ଟ୍ରପ ଲାଇନ୍ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେଉଛି । ଆଜି ଲଘୁଚାପର ରୂପ ନେବ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ । ଲଘୁଚାପର ସିଧାସଳଖ ଓଡ଼ିଶା ଉପରେ ପ୍ରଭାବ ପଡ଼ିବ ନାହିଁ ।…

ମେଘାଛନ୍ନ ରହିବ ଆକାଶ, ରହିବନି ଶୀତର ବିଶେଷ ପ୍ରଭାବ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଦଳିବ ପାଣିପାଗ । କମିବ ବର୍ଷାର ପ୍ରଭାବ । ଆକାଶ ମେଘାଛନ୍ନ ରହିବା ସମ୍ଭାବନା ଥିବା ବେଳେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ଶୀତର ବିଶେଷ ପ୍ରଭାବ ରହିବନାହିଁ । ୧୭ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ସମ୍ଭାବନା…

୨ ରାଜ୍ୟରେ ପ୍ରବଳ ବର୍ଷା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦକ୍ଷିଣ ବଙ୍ଗୋପସାଗରରେ ଗୋଟିଏ ପରେ ଗୋଟିଏ ଲଘୁଚାପ ଦାନା ବାନ୍ଧୁଛି । ଆସନ୍ତା ୧୫ ତାରିଖ ସୁଦ୍ଧା ତିନୋଟି ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି । ଏହା ପ୍ରଭାବରେ ମୁଖ୍ୟତଃ ତାମିଲନାଡ଼ୁ ଓ ଆନ୍ଧ୍ରପ୍ରଦେଶରେ ଭାରି ବର୍ଷା ହେବ । ତେବେ ଓଡ଼ିଶାରେ ପାଗ ଆଂଶିକ ମେଘୁଆ…

ଆଉ ଏକ ଲଘୁଚାପ ସୃଷ୍ଟି: ଆସନ୍ତାକାଲି ଯାଏଁ ଜାରି ରହିବ ବର୍ଷା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତାକାଲି ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା । ବିଶେଷ କରି ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପକୂଳରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ଅଧିକାଂଶ…

୪୮ ଘଣ୍ଟାରେ ଲଘୁଚାପ ସମ୍ଭାବନା

ଓଡ଼ିଶାରୁ ଫେରୁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ୧୨ ତାରିଖ ସୁଦ୍ଧା ଅର୍ଦ୍ଧାଧିକ ଓଡ଼ିଶାରୁ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିଛି । ଆଜି ସୁନ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ସୋନପୁର, ନୂଆପଡ଼ା, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାରୁ…