ପ୍ରବଳ ବର୍ଷା : ୫ ଜିଲ୍ଲାକୁ ରେଡ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଉତ୍ତର- ପଶ୍ଚିମ ବଙ୍ଗୋସାଗରରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ୪ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା । ଆଜି ପାଇଁ ୬ଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଲଗାଣ ବର୍ଷା ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିଭଳି…