ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସୋମବାର ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏଥିସହ କିଛି କିଛି ଜିଲ୍ଲାରେ ପବନର ବେଗ ବଢ଼ିବ ଓ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ଏହାପରେ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ଲାଗି ରହିବ…