ରାଜ୍ୟର ୧୧ ଜିଲ୍ଲାରେ ବର୍ଷା ନେଇ ସତର୍କ ସୂଚନା
ବାତ୍ୟା ପରେ ଓଡ଼ିଶାରେ କୋହଲା ପାଗ। ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସହିତ ଝିପଝିପ ବର୍ଷା ହୋଇଛି। ଆସନ୍ତା ୨ରୁ ୩ ଘଣ୍ଟା ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଦକ୍ଷିଣ ଓ ଉପକୂଳ ଜିଲ୍ଲା ଗୁଡିକରେ…