Browsing Tag

rajbhaban

ରାଜଭବନରେ ପହଞ୍ଚିଲା ଦରଦାମ ବୃଦ୍ଧି ତାତି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜରାସ୍ତାରୁ ରାଜଭବନ ପହଞ୍ଚିଲା ଦରଦାମ ବୃଦ୍ଧି ତାତି । ପେଟ୍ରୋଲ, ଡିଜେଲ ଓ ଗ୍ୟାସ୍ ଦର ଅହେତୁକ ବୃଦ୍ଧି ପ୍ରତିବାଦରେ ବିଜେଡିର ଧାରଣା । ମହିଳା, ଯୁବ ଓ ଛାତ୍ର ବିଜେଡି କର୍ମୀ ଧାରଣାରେ ସାମିଲ । ପୂର୍ବରୁ ତିନି ଦିନ ଧରି କଟକ, ସମ୍ବଲପୁର ଓ ବ୍ରହ୍ମପୁର…