Browsing Tag

Rajdhani ku ferila katakan

ରାଜଧାନୀକୁ ଫେରିଲା କଟକଣା, ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟ କଣ୍ଟେନମେଣ୍ଟ ଘୋଷଣା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ପୁଣି ଫେରିଛି କରୋନା ସଂକ୍ରମଣ ବିପଦ । ସେଥିପାଇଁ ସହରକୁ କିଛିଦିନର ନୀରବତା ପରେ ପୁଣିଥରେ ଫେରିଛି କଣ୍ଟେନମେଣ୍ଟ ଜୋନ୍ । ରାଜଧାନୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରୁ କଣ୍ଟେନମେଣ୍ଟ ଜୋନ୍ ଫେରିଥିବା ବିଏମସି ସ୍ପଷ୍ଟ କରିଛି ।…