Browsing Tag

Rajinikanth Singh resigns from the post of Deputy Speaker of Odisha Assembly

ଉପବାଚସ୍ପତି ପଦରୁ ଇସ୍ତଫା ଦେଲେ ରଜନୀକାନ୍ତ ସିଂ

ଓଡ଼ିଶା ବିଧାନସଭାର ଉପବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ରଜନୀକାନ୍ତ ସିଂ। ସେ ଆଜି ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ଭେଟି ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ତେବେ ବ୍ୟକ୍ତିଗତ କାରଣରୁ ସେ ଉପବାଚସ୍ପତି ପଦରୁ ଇସ୍ତଫା ଦେଇଥିବା ସେ କହିଛନ୍ତି । ୨୦୧୯ରୁ ଉପବାଚସ୍ପତି ଥିଲେ ରଜନୀକାନ୍ତ ସିଂ…