Browsing Tag

Rajnagar MLA

ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ବିଧାୟକ ଶ୍ରୀଯୁକ୍ତ ଧ୍ରୁବ ସାହୁ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜନଗର ବ୍ଲକ୍ ଅନ୍ତର୍ଗତ ଘଡିଆମାଳ ପଞ୍ଚାୟତର ନୁଆଗାଁ ଗ୍ରାମର ଫୁଲ ବେଓ୍ବାଙ୍କର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା । ଏହି ଖବର ବିଧାୟକ ଶ୍ରୀଯୁକ୍ତ ଧ୍ରୁବ ସାହୁ ତାଙ୍କ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ ।