ରାଜ୍ୟସଭା ପାଇଁ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ଆଜି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଆଜି ଶେଷ ତାରିଖ । ଅପରାହ୍ନ ୩ଟାରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରିବେ ରିଟର୍ଣ୍ଣିଂ ଅଫିସର ।
ରାଜ୍ୟସଭାରେ ଓଡ଼ିଶାର ଖାଲି ପଡିଥିବା ଆସନ ପାଇଁ ୪ ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଓଡ଼ିଶାରୁ ସୁବାସ…