ସବୁଠି ଶୁଭୁଛି ରାମ ରାମ…
ଭୁବନେଶ୍ୱର : ଆଜି ପବିତ୍ର ଶ୍ରୀରାମ ନବମୀ । ମର୍ଯ୍ୟାଦା ପୁରୁଷତ୍ତୋମ ଭଗବାନ ଶ୍ରୀରାମଙ୍କ ଜନ୍ମ । ଆଲୋକମାଳାରେ ଝଲସୁଛି ମନ୍ଦିର । ସବୁଠି ଶୁଭିବ ରାମ ନାମ । ତା’ ପୂର୍ବରୁ ରାଜଧାନୀରେ ଥିବା ସବୁ ଶ୍ରୀରାମ ମନ୍ଦିର ଓ ହନୁମାନ ମନ୍ଦିରରେ ପ୍ରସ୍ତୁତି ହୋଇଛି । ଆଲୋକମାଳାରେ ଝଲସୁଛି ମନ୍ଦିର ।…