Browsing Tag

ranendra pratap swai

ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ

ଭୁବନେଶ୍ବର ୮।୧୨: ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ୬୮ ହଜାର ୩୬୫ ଟଙ୍କା । ୨୦୧୯-୨୦ରେ ଏକ କୋଟି ୩୧ ଲକ୍ଷ ୯୪ ହଜାର ୬୧୫ ଟଙ୍କାର ଜରିମନା ଆଦାୟ ହୋଇଛି । ଏହି ବର୍ଷ ୫୭୦୧ ମାମଲା ମଧ୍ୟ ରୁଜ୍ଜୁ ହୋଇଛି । ସେହିପରି ୨୦୨୦-୨୧ରେ ୪୨୯୦…