ଆସନ୍ତାକାଲିଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ
ଉଦ୍ୟାନ ଉତ୍ସବ-୨କୁ ଆଜି ରାଷ୍ଟ୍ରପତି ଦୌପଦୀ ମୁର୍ମୁ ବିଧିବଦ୍ଧ ଭାବେ ଉଦ୍ଘାଟନ କରିଛନ୍ତି। ଉଦ୍ୟାନ ଉତ୍ସବ-୨ ଅନ୍ତର୍ଗତ ଅଗଷ୍ଟ ୧୬ ତାରିଖରୁ ସେପ୍ଟେମ୍ବର ୧୭ ତାରିଖ (ସୋମବାର ବ୍ୟତୀତ) ଗୋଟିଏ ମାସ ପର୍ଯ୍ୟନ୍ତ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲାଯିବ। ଅମୃତ…