ଆସନ୍ତାକାଲି ରଥଯାତ୍ରା; ୯ଟା ୩୦ରେ ପହଣ୍ଡି ବିଜେ, ୪ଟାରେ ରଥଟଣା
ଆସନ୍ତାକାଲି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଦୀର୍ଘ ଦୁଇ ବର୍ଷ ପରେ ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବେ ଶ୍ରଦ୍ଧାଳୁ। ତେବେ ଶ୍ରୀଜିଉଙ୍କ ରଥଯାତ୍ରା କିଭଳି ଶାନ୍ତି ଶୃଙ୍ଖଳାର ସହ ହୋଇପାରିବ ସେନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି।
ନୀତି ର୍ନିଘଣ୍ଟ ଅନୁଯାୟୀ,…