ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ମାମଲା; ପୁରୀ ଗଜପତି ମହାରାଜାଙ୍କ ସମେତ ୩ଜଣଙ୍କୁ ନୋଟିସ
ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ହାଇକୋର୍ଟରେ ହୋଇଥିବା ମାମଲାରେ ୪ ଜଣଙ୍କୁ ନୋଟିସ୍ କରିଛନ୍ତି କୋର୍ଟ । ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସହ ୩ ଜଣ ପ୍ରତିପକ୍ଷଙ୍କୁ ହାଇକୋର୍ଟ ନୋଟିସ୍ କରିଛନ୍ତି । ରତ୍ନଭଣ୍ଡାର ଖୋଲିବା ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାଏର…