Browsing Tag

RBI brought back 100 tons of gold from England

ଇଂଲଣ୍ଡରୁ ୧୦୦ ଟନ୍ ସୁନା ଫେରାଇ ଆଣିଲା ଆରବିଆଇ

ଇଂଲଣ୍ଡରୁ ୧୦୦ ଟନ୍ ଅର୍ଥାତ ଏକ ଲକ୍ଷ କିଲୋଗ୍ରାମରୁ ଅଧିକ ସୁନା ଫେରାଇ ଆଣିଛି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (RBI)। ବ୍ୟାଙ୍କ ଅଫ୍ ଇଂଲଣ୍ଡରେ ଗଚ୍ଛିତ ରଖିଥିବା ସୁନା ମଧ୍ୟରୁ ଆରବିଆଇ ପୁଣି ଥରେ ୧୦୦ ଟନ୍ ସୁନା ଫେରାଇ ଆଣିବାକୁ ନିଷ୍ପତ୍ତି ନେଇଛି। ଆଗାମୀ ଦିନରେ ଏସବୁ ସୁନା ଭାରତକୁ…