Browsing Tag

Re pulling in 34 booths on 19th May

ଆସନ୍ତା ୧୯ରେ ୩୪ଟି ବୁଥ୍‌ରେ ରି ପୋଲିଂ !

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ୩୪ଟି ବୁଥ୍‌ରେ ଆସନ୍ତା ୧୯ ତାରିଖରେ ହୋଇପାରେ ରି ପୋଲିଂ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାରଙ୍କ ସୂଚନା ଅନୁଯାୟୀ, ତୃତୀୟ ପର୍ଯ୍ୟାୟର ୧୨ ଓ ଚତୁର୍ଥ ପର୍ଯ୍ୟାୟର ୨୨ଟି ବୁଥ୍‌ରେ ପୁନର୍ବାର ମତଦାନ ହେବାର ସମ୍ଭାବନା ରହିଛି । ଅପରପକ୍ଷରେ ଭୋଟ…