ସମଲେଶ୍ବରୀ ମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ବିକାଶ ପ୍ରକଳ୍ପ, ପରିଦର୍ଶନରେ ୫ଟି ସଚିବ ଭି.କେ. ପାଣ୍ଡିଆନ, ପୂର୍ତ୍ତ ସଚିବ…
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶିକ ବିକାଶ ପ୍ରକଳ୍ପ ପାଇଁ ରୋଡ ମ୍ୟାପ ପ୍ରସ୍ତୁତ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଆଜି ସମ୍ବଲପୁର ଯାଇ ମା'…