ପ୍ରଖ୍ୟାତ ଗୀତିକାର ବିନୋଦିନୀ ଦେବୀଙ୍କ ପରଲୋକ
ପ୍ରଖ୍ୟାତ ଗୀତିକାର ଶ୍ରୀମତୀ ବିନୋଦିନୀ ଦେବୀଙ୍କ ଅନୁଗୁଳଠାରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ମସ୍ତିଷ୍କାଘାତରେ ଦୀର୍ଘ ମାସ ହେବ ଶଯ୍ୟାଶାୟୀ ଥିବା ବିନୋଦିନୀ ଦେବୀଙ୍କ ଆଜି ସକାଳେ ପରଲୋକ ଘଟିଛି। ସେ ଅନୁଗୁଳଠାରେ ରହୁଥିବା ସାନପୁଅଙ୍କ ନିକଟରେ ରହି…