Browsing Tag

repo rate is unchanged

ପୁଣି ରେପୋ ରେଟ୍‌ ଅପରିବର୍ତ୍ତିତ

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣ ବଜେଟ ପୂର୍ବରୁ ଆରବିଆଇର ବହୁ ପ୍ରତୀକ୍ଷିତ ମୁଦ୍ରା ନୀତି କମିଟି ବୈଠକ ଆଜି ଶେଷ ହୋଇଛି। ଏଥର ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନ କରିବାକୁ କମିଟି ପୁଣି ଥରେ ନିଷ୍ପତ୍ତି ନେଇଛି। ଏହାର ଅର୍ଥ ହେଉଛି ରେପୋ ରେଟ୍‌ ୬.୫ ପ୍ରତିଶତରେ ସ୍ଥିର ରହିବାକୁ…