ଅପରିବର୍ତ୍ତିତ ରହିଲା ରେପୋ ରେଟ୍
ଅପରିବର୍ତ୍ତିତ ରହିଲା ରେପୋ ରେଟ୍ । ଭାରତୀୟ ରିଜର୍ଭ ବ୍ୟାଙ୍କ ରେପୋ ରେଟରେ କୌଣସି ପରିବର୍ତ୍ତନ କରିନି । ଗୁରୁବାର ଭାରତୀୟ ରିଜର୍ଭ ବ୍ୟାଙ୍କର ମନିଟରି ପଲିସି କମିଟିର ମିଟିଂରେ ନିଆଯାଇଥିବା ନିଷ୍ପତ୍ତି ଘୋଷଣା କରିଥିଲେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ଏହି ସମୟରେ ସେ…