Browsing Tag

Report of drone flying over PM Modi’s house

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘର ଉପରେ ଉଡ଼ିଲା ଡ୍ରୋନ୍‌

ନୂଆଦିଲ୍ଲୀ ସ୍ଥିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନ ଉପରେ ଡ୍ରୋନ୍‌ ଉଡ଼ିଥିବା ଦେଖିବାକୁ ମିଳିଛି। ଆଜି ଭୋର ୫ଟାରେ ପ୍ରଧାନମନ୍ତ୍ରୀଙ୍କ ଘର ଉପରେ ଡ୍ରୋନ୍‌ ଉଡ଼ୁଥିବା ଜଣାପଡ଼ିବା ପରେ ହଇଚଇ ସୃଷ୍ଟି ହୋଇଛି। ‌ଏନେଇ SPG, ଦିଲ୍ଲୀ ପୋଲିସ୍‌କୁ ସୂଚନା ଦେବା ପରେ ବରିଷ୍ଠ ଅଧିକାରୀ…