ପୁଣି ରେପୋ ରେଟ୍ ଅପରିବର୍ତ୍ତିତ
ପୁଣି ଅପରିବର୍ତ୍ତିତ ରହିଲା ରେପୋ ରେଟ୍। ଏଥର ବି ରେପୋ ରେଟରେ କୌଣସି ପରିବର୍ତ୍ତନ ଆଣିନାହିଁ ଜଈଓ। କ୍ରମାଗତ ପଞ୍ଚମ ଥର ପାଇଁ ରେପୋ ରେଟ୍ ସ୍ଥିର ରହିଛି। ମୁଦ୍ରାସ୍ଫୀତି ନିୟନ୍ତ୍ରଣ ପାଇଁ ଏପରି ନିଷ୍ପତ୍ତି ନିଆଯାଇଥିବା ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ପକ୍ଷରୁ କୁହାଯାଇଛି।
ପ୍ରକାଶ…