Browsing Tag

rice AMT

ରାଜଧାନୀରେ ଖୋଲିଲା ଦେଶର ପ୍ରଥମ ଚାଉଳ ଏଟିଏମ୍

ଭୁବନେଶ୍ୱର : ରାଜଧାନୀରେ ଖୋଲିଥିବା ଦେଶର ପ୍ରଥମ ଚାଉଳ ଏଟିଏମ୍‌ ଯଦି ସଫଳ ହୁଏ ତେବେ ଆଗାମୀ ଦିନରେ ଏହା ସବୁ ଜିଲ୍ଲା ଆଉ ବ୍ଲକରେ ଖୋଲିବ । ଏବେ ଏଟିଏମ୍‌ରୁ ଆପଣ ଉଠାଇ ପାରିବେ ଚାଉଳ । ଭୁବନେଶ୍ୱରରେ ଖୋଲିଛି ଦେଶର ପ୍ରଥମ ଚାଉଳ ଏଟିଏମ୍ । ମଞ୍ଚେଶ୍ବର ସ୍ଥିତ ଚାଉଳ ଗୋଦାମଠାରେ ଖୋଲିଛି ଏହି…