ଆଜି ପୁଣି ଇଡିରେ ହାଜର ହେବେ ରିୟା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦିବଂଗତ ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ହଡ଼ପ ମାମଲାରେ ଶୁକ୍ରବାର ଦିନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ରିୟା ଚକ୍ରବର୍ତ୍ତୀଙ୍କୁ ୮ ଘଣ୍ଟା ପଚରାଉଚରା କରାଯାଇଥିବା ବେଳେ ପୁଣି ସମନ ଜାରି କରାଯାଇଛି। ସୋମବାର…