Browsing Tag

road accident in Peshawar; Thirty dead

ପେଶାଓ୍ଵରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୩୦ ମୃତ

ଉତ୍ତର ପଶ୍ଚିମ ପାକିସ୍ତାନର ପେଶାଓ୍ଵରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍‌ ଏବଂ କାର ଧକ୍କା ହେବା ପେର ୩୦ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ୧୫ରୁ ଅଧିକ ଆହତ ହୋଇଥିବା ଖବର ମିଳିଛି । କାରାକୋରମ୍ ରାଜପଥରେ ପରସ୍ପର ସହିତ ଧକ୍କା ଖାଇବା ପରେ ଏହି ଦୁର୍ଘଟଣା ଘଟିଛି । ପୋଲିସ କହିବା…