Browsing Tag

Rocket hits Gaza hospital

ଗାଜା ହସ୍ପିଟାଲ ଉପରେ ରକେଟ୍ ମାଡ, ୫୦୦ ରୁ ଉର୍ଦ୍ଧ୍ବ ମୃତ

ବାଇଡେନଙ୍କ ଇସ୍ରାଏଲ ଗସ୍ତ ପୂର୍ବରୁ ବଡ ଖବର ସାମ୍ନାକୁ ଆସିଛି । ଗାଜା ହସ୍ପିଟାଲ ଉପରେ ରକେଟ୍ ମାଡ ହୋଇଛି । ଫଳରେ ୫୦୦ ରୁ ଉର୍ଦ୍ଧ୍ବ ଲୋକଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଅଧିକାଂଶ ମହିଳା ଏବଂ ଶିଶୁ ଥିବା ଜଣାପଡିଛି । ଇସ୍ରାଏଲ ପକ୍ଷରୁ ରକେଟ୍ ମାଡ ହୋଇଥିବା ହମାସ ଅଭିଯୋଗ…