ରାଉରକେଲାରେ ଥମୁନି ଝାଡ଼ାବାନ୍ତି ମୃତ୍ୟୁ ସଂଖ୍ୟା
ରାଉରକେଲାରେ ଝାଡ଼ାବାନ୍ତିରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ଝାଡ଼ାବାନ୍ତିରେ ୫୯୫ ଜଣ ଆକ୍ରାନ୍ତ ହୋଇଛନ୍ତି ।
ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ରଙ୍କ ସୂଚନା ଅନୁଯାୟୀ, ଏହି ୫୯୫ ଆକ୍ରାନ୍ତଙ୍କ ମଧ୍ୟରୁ…