କେନ୍ଦୁଝରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି; ଧରଣୀଧର ମେଡିକାଲ କଲେଜ ଓ ଡାକ୍ତରଖାନାର ଲୋକାର୍ପଣ, ୪୭୦୩କୋଟି ମୂଲ୍ୟର…
କେନ୍ଦୁଝରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଗସ୍ତରେ ଯାଇ ଜିଲ୍ଲାର ବିକାଶମୂଳକ କାମ ପାଇଁ ବଡ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୪୭୦୩କୋଟି ମୂଲ୍ୟର ୨୫୯ଟି ପ୍ରକଳ୍ପର ଶୁଭାରମ୍ଭ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଏହାସହ ୧୪୩୭୨ ମହିଳା…