ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଆର୍ଟିଓ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଆର୍ଟିଓ ଗଣେଶ୍ୱର କହଁର। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଣେଶ୍ୱର କହଁରଙ୍କ ଘରେ ଚଢଉ ଚାଲିଛି। ନବରଙ୍ଗପୁରରେ ଥିବା ଗଣେଶ୍ୱରଙ୍କ ଭଡ଼ାଘର ସହ ଅଫିସ, ଫୁଲବାଣୀ, ଭୁବନେଶ୍ୱର, ପାରଳାଖେମୁଣ୍ଡିରେ ଥିବା ଘରେ ମଧ୍ୟ ଜୟପୁର…