Browsing Tag

rudra moharathi

ପିପିଲିର ନୂଆ ବିଧାୟକ ରୁଦ୍ରପ୍ରତାପ ମହାରଥୀ, ଶପଥ ପାଠ କରାଇଲେ ବାଚସ୍ପତି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ବର ୦୫।୧୦: ଶପଥ ନେଲେ ରୁଦ୍ର ମହାରଥୀ । ପିପିଲି ବିଧାୟକ ଭାବେ ଆଜି ଶପଥ ନେଇଛନ୍ତି ରୁଦ୍ର ମହାରଥୀ । ବିଧାନସଭାରେ ଶପଥପାଠ କରାଇଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପିପିଲିରେ ଉପନିର୍ବାଚନ ହୋଇଥିଲା ।…