ନାଗରିକତା ସଂଶୋଧନ ଆଇନ ଶରଣାର୍ଥୀଙ୍କ ଜୀବନରେ ଆଣିଛି ନୂଆ ସକାଳ : ରୂପା ଗାଙ୍ଗୁଲୀ
ଓଡିଶା ଫାଷ୍ଟ( ବ୍ୟୁରୋ): ନାଗରିକତା ସଂଶୋଧନ ଆଇନକୁ ନେଇ ବିରୋଧୀ କଂଗ୍ରେସ ସମେତ କିଛି ଆଂଚଳିକ ଦଳ ଦେଶର ଜନତାଙ୍କୁ ବିଭ୍ରାନ୍ତ କରି ହିଂସା ସୃଷ୍ଟି କରୁଛନ୍ତି । ଭାରତର ପଡୋଶୀ ଦେଶ ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶରୁ ଧାର୍ମିକ ନିର୍ଯ୍ୟାତନାର ଶିକାର ହୋଇ ଭାରତକୁ ଆସିଥିବା…