ଆଇସିୟୁରେ ଭର୍ତ୍ତି ହେଲେ ସାଏରା ବାନୁ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବଲିଉଡ ଭେଟେରାନ ଅଭିନେତ୍ରୀ ସାଏରା ବାନୋ ଖରାପ ହେଲା ସ୍ୱାସ୍ଥ୍ୟାବସ୍ଥା । ତାଙ୍କୁ ଗୁରୁତର ଅବସ୍ଥାରେ ଆଜି ମୁମ୍ବାଇ ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସାଏରା ବାନୋଙ୍କ ସୁଗାରା ଲେବୁଲ ଓ ବ୍ଲଡ ପ୍ରେସର ବଢ଼ିଯାଇଥିବାରୁ ନିଶ୍ୱାସ ନେବାରେ ଅସୁବିଧା…