ପୂର୍ବତନ ମନ୍ତ୍ରୀ ସହରାଇ ଓରାମଙ୍କ ପରଲୋକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ତଥା ଚମ୍ପୁଆ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସହରାଇ ଓରାମଙ୍କ ଆଜି ପରଲୋକ ହୋଇଛି । ସେ ଦୀର୍ଘ ୫ ବର୍ଷ ହେବ ପକ୍ଷାଘାତ ରୋଗ ଯୋଗୁଁ ଶଯ୍ୟାଶାୟୀ ଥିଲେ । ଭଦ୍ରାସାହିସ୍ଥିତ ବାସ ଭବନରେ ଆଜି ତାଙ୍କର ମୃତ୍ୟୁ ହୋଇଛି । କେନ୍ଦୁଝର…