ବଢିଲା ଉର୍ଦ୍ଦୁ ଶିକ୍ଷକଙ୍କ ଦରମା
ନିର୍ବାଚନ ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ବଢିଲା ଉର୍ଦ୍ଦୁ ଶିକ୍ଷକଙ୍କ ଦରମା। ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ…