ନାଗରିକତା ପ୍ରଦାନ କରିବା ପାଇଁ ହୋଇଛି ନାଗରିକତା ସଂଶୋଧନ ଆଇନ:ସମୀର ମହାନ୍ତି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନାଗରିକତା ସଂଶୋଧନ ଆଇନକୁ ନେଇ ବିରୋଧୀ କଂଗ୍ରେସ ସମେତ କିଛି ଆଂଚଳିକ ଦଳ ଦେଶର ଜନତାଙ୍କୁ ବିଭ୍ରାନ୍ତ କରି ହିଂସା ସୃଷ୍ଟି କରୁଛନ୍ତି । ଭାରତର ପଡୋଶୀ ଦେଶ ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶରୁ ଧାର୍ମିକ ନିର୍ଯ୍ୟାତନାର ଶିକାର ହୋଇ ଭାରତକୁ ଆସିଥିବା…