Browsing Tag

Sand artist Sudarshan Patnaik was admitted to the hospital

ହସ୍ପିଟାଲରେ ଭର୍ତ୍ତି ହେଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ତଥା ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ ହୋଇଛନ୍ତି । ଶ୍ବାସଜନିତ ସମସ୍ୟା ପାଇଁ ସେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏ ନେଇ ସେ ନିଜେ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ 'X'ରେ ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି ଯେ, 'ପୋଷ୍ଟ…