ସଞ୍ଜୟ ଦାସବର୍ମାଙ୍କ ପିଏ ମୃତ୍ୟୁ ଘଟଣା: ଏସ୍ପିଙ୍କୁ ଭେଟି କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲେ ପରିବାର ଲୋକ
ବ୍ରହ୍ମଗିରିର ପୂର୍ବତନ ବିଧାୟକ ତଥା ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ବ୍ୟକ୍ତିଗତ ସହାୟକ ଚିତ୍ତରଞ୍ଜନଙ୍କ ପଲ୍ଲେଇଙ୍କ ମୃତ୍ୟ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରିଛନ୍ତି ପରିବାର ଲୋକେ। ଆଜି ମୃତକଙ୍କ ବଡବାପା ଓ ଭଉଣୀ ଏସପିଙ୍କୁ ଭେଟି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ…